ପୋଲସରା ବିଧାୟକ କରୋନା ସଂକ୍ରମିତ

ଗଞ୍ଜାମ : ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ କରୋନାରେ ସଂକ୍ରମିତ ହୋଇଛନ୍ତି। ବିଧାୟକଙ୍କ ସହିତ ତାଙ୍କ ପତ୍ନୀ ମଧ୍ୟ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି। ସେ ପୂର୍ବରୁ ଗଞ୍ଜାମରୁ ଫେରିଥିବାବେଳେ ବୁଧବାର ତାଙ୍କର କରୋନା ରିପୋର୍ଟ ପଜିଟିଭ ଆସିଥିବା ନେଇ ବିଧାୟକ କହିଛନ୍ତି। ଏବେ ଉଭୟଙ୍କ ସ୍ବାସ୍ଥ୍ୟବସ୍ଥା ଭଲ ରହିଛି।

Comments are closed.