ସାଂସଦ ସୁରେଶ ପୂଜାରୀ କରୋନା ପଜିଟିଭ୍‍, ଏବେ ହୋମ୍ ଆଇସୋଲେସନରେ

ବରଗଡ଼ : ସାଂସଦ ସୁରେଶ ପୂଜାରୀ କରୋନା ପଜିଟିଭ୍‍ । ଡ଼ାକ୍ତରଙ୍କ ପରାମର୍ଶ କ୍ରମେ ହୋମ୍ ଆଇସୋଲେସନ୍ ରେ ଅଛନ୍ତି। ନିଜେ ଟ୍ୱିଟ କରି ସେ ଏହି ସୂଚନା ଦେଇଛନ୍ତି। ନିଜ ଟ୍ୱିଟରେ ସେ ଲେଖିଛନ୍ତି, ‘କୋଭିଡ-୧୯ର ଲକ୍ଷଣ ନ ଥାଇ ମଧ୍ୟ ମୁଁ ଗତକାଲି ପରୀକ୍ଷା କରିଥିଲି ଓ ଆଜି ରିପୋର୍ଟ ପଜିଟିଭ୍ ଆସିଛି ବୋଲି ବରଗଡ଼ ଜିଲ୍ଲାପାଳ ମୋତେ ସୂଚନା ଦେଇଛନ୍ତି। ସମ୍ବଲପୁର ଓ ବରଗଡ଼ ଜିଲ୍ଲାପାଳ ତଥା ଡ଼ାକ୍ତରଙ୍କ ପରାମର୍ଶ କ୍ରମେ ମୁଁ ହୋମ୍ ଆଇସୋଲେସନ୍ ରେ ଅଛି ଏବଂ ସୁସ୍ଥ ଅଛି।

Comments are closed.