ମୁମ୍ବଇର ଏକ ଅଟ୍ଟାଳିକାରେ ଭୟାବହ ଅଗ୍ନିକାଣ୍ଡ : ନିଆଁ ଲିଭା କାର୍ଯ୍ୟରେ ୧୨ଟି ଦମକଳ ଗାଡ଼ି ନିୟୋଜିତ

ମୁମ୍ବଇ : ମୁମ୍ବଇର ମାଲାବାର ହିଲ୍ସର ହାଗିଂ ଗାର୍ଡେନ ପାଖରେ ଥିବା ଏକ ଅଟ୍ଟାଳିକାରେ ବୁଧବାର ଭୟାବହ ଅଗ୍ନିକାଣ୍ଡ ହୋଇଥିବା ଜଣାପଡ଼ିଛି। ଅଗ୍ନିକାଣ୍ଡର ସୂଚନା ପାଇଁ ଘଟଣାସ୍ଥଳରେ ୧୨ଅଗ୍ନିଶମ ଗାଡ଼ି ନିୟୋଜିତ ହୋଇଛି। ଏପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ଉଦ୍ଧାର କାର୍ଯ୍ୟ ଜାରି ରହିଛି।

Comments are closed.