ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ସ୍ବାମୀ

ପାଟକୁରା : କେନ୍ଦ୍ରାପଡା ଜିଲା ମହାକାଳପଡା ଥାନା ଗୋପାଳପୁର ଗ୍ରାମରେ ଏକ ଦୁଃଖଦନୀୟ ଘଟଣା ଘଟିଯାଇଛି। ସ୍ବାମୀର କାଠ ଫାଳିଆ ମାଡରେ ସ୍ତ୍ରୀର ମୃତ୍ୟୁ ହୋଇଛି। ପାରିବାରିକ କଳହରୁ ଏହି ହତ୍ୟାକାଣ୍ଡ ହୋଇଥିବା ଅଭିଯୋଗ ହୋଇଛି। ସ୍ତ୍ରୀକୁ ହତ୍ୟା କରିବା ପରେ ଅଭିଯୁକ୍ତ ସ୍ବାମୀ ଫେରାର ହୋଇଯାଇଥିବା ଜଣାପଡିଛି। ଅଭିଯୋଗ ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Comments are closed.