ଗଞ୍ଜାମ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

0

ଗଞ୍ଜାମ : ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗଞ୍ଜାମ ଗସ୍ତ କାର୍ଯ୍ୟକ୍ରମ ରହିଛି । ସେଠାରେ ସେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ବୋଲି ଜଣାପଡ଼ିଛି। ଗଞ୍ଜାମ ଜିଲାର ରଙ୍ଗେଇଲୁଣ୍ଡାରେ ଏହି କାର୍ଯ୍ୟକ୍ରମ ରହିଛି। ୭୧୬ କୋଟି ଟଙ୍କାର ପ୍ରକଳ୍ପ ଉଦଘାଟନ ଓ ୨୯୬ କୋଟି ଟଙ୍କା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ସହ ମୁଖ୍ୟମନ୍ତ୍ରୀ ୨୫ ହଜାର ଚାଷୀଙ୍କୁ ବିଭିନ୍ନ କୃଷି ଉପକରଣ ବାଣ୍ଟିବେ। ସେଠାରେ ସେ ଜନସାଧାରଣଙ୍କୁ ଉଦବୋଧନ ଦେବେ ବୋଲି ସୂଚନା ମିଳିଛି।

 

 

 

Leave A Reply