ଜଙ୍ଗଲରୁ ଯୁବକଙ୍କ ମୃତଦେହ ଉଦ୍ଧାର

ନବରଙ୍ଗପୁର : ନବରଙ୍ଗପୁର ଏନଏଚ୍-୨୬ ନିକଟ ଜଙ୍ଗଲରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ପୁଲିସ ଉଦ୍ଧାର କରିଛି। ମୃତ ଯୁବକ ଜଣଙ୍କ ନନ୍ଦାହାଣ୍ଡି ବ୍ଲକ ବି.ମାଳିଗୁଡ଼ା ଅଞ୍ଚଳର ହୋଇଥିବା ଜଣାପଡ଼ିଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବାବେଳେ ପୁଲିସ ତଦନ୍ତ ଜାରି ରଖିଛି।

Comments are closed.