www.samajalive.in
Monday, December 15, 2025
24.1 C
Bhubaneswar

ରାଜ୍ୟରେ ମହାଶିବରାତ୍ରି ପାଇଁ କୋଭିଡ୍‌ ଗାଇଡ୍‌ଲାଇନ୍‌ ଜାରି -ଜାଣନ୍ତୁ କ’ଣ ରହିଛି ନିର୍ଦେଶ

ଭୁବନେଶ୍ୱର – ମାର୍ଚ୍ଚ ଏକ ତାରିଖରେ ମହାଶିବାରାତ୍ରି ଏଥିପାଇଁ ବିଭିନ୍ନ ମନ୍ଦିରରେ ଶ୍ରଦ୍ଧାଳୁଙ୍କର ଭିଡ ଦେଖିବାପାଇଁ ମିଳିବ । ଜାଗରରେ ବିଭିନ୍ନ ଶୈବ ପୀଠରେ ଶ୍ରଦ୍ଧାଳୁମାନଙ୍କର ଭିଡ ଜମିବ । ଏଥିପାଇଁ ସ୍ୱତନ୍ତ୍ର ରିଲିଫ୍‌ କମିଶନରଙ୍କ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି । ମନ୍ଦିରର ଗହଳି ଉପରେ ନଜର ରଖିବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦେଶ ଦିଆଯାଇଛି । ପ୍ରସିଦ୍ଧ ଶୈବପୀଠମାନଙ୍କରେ ଯେପରି ଏହି ମାର୍ଗଦର୍ଶିକାକୁ ପାଳନ କରାଯିବ ସେଥିପ୍ରତି ଦୃଷ୍ଟି ଦେବା ପାଇଁ କୁହାଯାଇଛି । ପୌରସଂସ୍ଥାମାନଙ୍କରେ ଏହାର କମିଶନର ଦୃଷ୍ଟି ଦେବା ପାଇଁ କୁହାଯାଇଛି ।

ମନ୍ଦିର ଭିତରେ ଭକ୍ତ ଭିଡ ଜମାଇବେ ନାହିଁ । ମାସ୍କ ପିନ୍ଧିବା ସହ ହାତକୁ ସାନିଟାଇଜ୍‌ କରିବା ପାଇଁ ଦୃଷ୍ଟି ଦିଆଯିବ । ଏହା ସହ ମନ୍ଦିର ବାହାରେ ଯେପରି ଗହଳି ରହିବା ନାହିଁ ସେଥିପ୍ରତି ନଜର ଦେକୁ କୁହାଯାଇଛି । ମେଳାରେ ମଧ୍ୟ ଅଧିକ ଗହଳି ହେବ ନାହିଁ ସେଥିପାଇଁ ପଦକ୍ଷେପ ଗ୍ରହଣ କରିବାକୁ କୁହାଯାଛି ।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories