ସ୍ୱାଧୀନତା ସଂଗ୍ରାମୀ ଗୌରାଙ୍ଗଚନ୍ଦ୍ରଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

0

ଭୁବନେଶ୍ୱର : ସ୍ୱାଧୀନତା ସଂଗ୍ରାମୀ ଗୌରାଙ୍ଗଚନ୍ଦ୍ର ମହାପାତ୍ରଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକପ୍ରକାଶ କରିଛନ୍ତି। ସମାଜରେ ଗୌରାଙ୍ଗଚନ୍ଦ୍ରଙ୍କ ଭୂମିକା ଅତୁଳନୀୟ। ତାଙ୍କ ଗାନ୍ଧିବାଦ ଚିନ୍ତାଧାରା ବହୁ ଲୋକଙ୍କୁ ଆକୃଷ୍ଟ କରୁଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଗୌରାଙ୍ଗଚନ୍ଦ୍ରଙ୍କ ଅମର ଆତ୍ମାର ସଦଗତି ପାଇଁ ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି।

Leave A Reply