ଧର୍ମେନ୍ଦ୍ର ଏବଂ ପ୍ରତାପଙ୍କୁ ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ବର : ମୋଦୀ ମନ୍ତ୍ରିମଣ୍ଡଳରେ ଧର୍ମେନ୍ଦ୍ର ପ୍ରଧାନ ଏବଂ ପ୍ରତାପ ଷଡ଼ଙ୍ଗୀଙ୍କୁ କ୍ୟାବିନେଟ୍ ପାହ୍ୟା ମିଳିଲା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ ଜରିଆରେ ସେମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ନବୀନ ଟ୍ୱିଟ୍ କରି କହିଛନ୍ତି ଯେ, ଧର୍ମେନ୍ଦ୍ର ପ୍ରଧାନ ଏବଂ ପ୍ରତାପ ଷଡ଼ଙ୍ଗୀଙ୍କୁ ଅଭିନନ୍ଦନ । ସେମାନେ ଜନତାଙ୍କ ଆଶାକୁ ପୂରଣ କରିବାରେ ସଫଳ ହୁଅନ୍ତୁ । ଓଡିଶାର ସ୍ୱରକୁ କେନ୍ଦ୍ରରେ ପହଞ୍ଚାଇବା ପାଇଁ ଏହି ଦୁଇ ନେତା କାର୍ଯ୍ୟ କରନ୍ତୁ ବୋଲି ସେ କହିଛନ୍ତି ।

Comments are closed.