ଲଜରୁ ମହିଳାଙ୍କ ମୃତଦେହ ଉଦ୍ଧାର

ନୟାଗଡ଼: ନୟାଗଡ଼ ଟାଉନର ଏକ ଲଜରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ମହିଳା ଫତେଗଡ଼ ଥାନା ଗୁଣ୍ଠୁପଡ଼ା ଗାଁର ବୋଲି ଜଣାପଡ଼ିଛି। ମହିଳାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ତେବେ ମହିଳାଙ୍କ ବାପଘରେ ଲୋକେ ଏହା ଏକ ହତ୍ୟାକାଣ୍ଡ ବୋଲି ଥାନାରେ ଅଭିଯୋଗ କରିଛନ୍ତି।

Comments are closed.