www.samajalive.in
Monday, December 15, 2025
17.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଚାକିରି ଦେବାକୁ କହି ୨ଶହ ଆଶାୟୀଙ୍କୁ ଠକିଥିବା ୨ ଅଭିଯୁକ୍ତ ଗିରଫ.. ଅଭିଯୁକ୍ତ ରାଜକିଶୋର ପଟ୍ଟନାୟକ ଓ ଅରୁଣ ମହାନ୍ତିଙ୍କୁ ଗିରଫ କଲା ଅର୍ଥନୈତିକ ଅପରାଧ ଶାଖା..

ପିଅନ, କିରାଣୀ, ଆଗ୍ନିକ, ସୁରକ୍ଷା କର୍ମୀ ଚାକିରି ଦେବାକୁ କହି ଠକୁଥିଲେ.. ୨ ଅଭିଯୁକ୍ତଙ୍କଠାରୁ ବହୁ ନକଲି ସକରାରୀ କାଗଜାତ ଜବତ..

- Advertisement -

ଜାପାନକୁ ଚୀନ୍‌ର ବିରୋଧ.. ମାଇକ୍ରୋଚିପ୍‌ ନିର୍ମାଣରେ ଲାଗୁଥିବା ଜନିଷ ଉପରେ ପ୍ରତିବନ୍ଧକ ଲଗାଇଲା ଜାପାନ..

ରାହୁଲ ଗାନ୍ଧୀଙ୍କୁ ଜାମିନ ପ୍ରଦାନ କଲେ ସୁରଟ ସେସନ୍ସ କୋର୍ଟ.. ମୋଦୀ ସାଙ୍ଗିଆ ନେଇ ମାନହାନୀ ମାମଲାରେ ମିଳିଲା ଜାମିନ.. ଏପ୍ରିଲ୍‌ ୧୩ ପର୍ଯ୍ୟନ୍ତ ରାହୁଲଙ୍କ ଜାମିନ ଅବଧି ବୃଦ୍ଧି କଲେ କୋର୍ଟ..

ବାରିପଦା : ଭାତ ଥାଳି ଧରି ବ୍ଲକ କାର୍ଯ୍ୟାଳୟ ଘେରିଲେ ଛାତ୍ରଛାତ୍ରୀ.. ରାସଗୋବିନ୍ଦପୁର ବିନୋଦ ରାୟ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଧାରଣା.. ମଧ୍ୟାହ୍ନ ଭୋଜନରେ ତରକାରୀ ସରିଯିବାରୁ ପିଲାଙ୍କ ଅଭିନବ ପ୍ରତିବାଦ..

ନିବେଶକ ସମ୍ମେଳନରେ ଦେବେ ଯୋଗ ଦେବା ପାଇଁ ସାତଦିନିଆ ଜାପାନ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ.. ଉଚ୍ଚସ୍ତରୀୟ ପ୍ରତିନିଧି ଦଳଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଜାପାନ ଗସ୍ତ ..

ଝାଡଖଣ୍ଡ ପୁଲିସକୁ ବଡ ସଫଳତା.. ଝାଡଖଣ୍ଡର ଚତ୍ରାରେ ଗୁଳିବିନିମୟରେ ୫ ନକ୍ସଲ ନିହତ..

 

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories