ଆଇଆଇଟି ଗୌହାଟୀ ସମାବର୍ତ୍ତନ ସମାରୋହକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଅପରାହ୍ନରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଇଆଇଟି ଗୌହାଟୀର ସମାବର୍ତ୍ତନ ସମାରୋହକୁ ସମ୍ବୋଧିତ କରିବେ।

ଏହି କାର୍ଯ୍ୟକ୍ରମରେ ଆସାମର ମୁଖ୍ୟମନ୍ତ୍ରୀ  ସର୍ବାନନ୍ଦ ସୋନୋୱାଲ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ, କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ସଞ୍ଜୟ ଧୋତ୍ରେ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ମଧ୍ୟ ଯୋଗଦେବେ।  ଏହି ସମାରୋହରେ ୬୮୭ ବିଟେକ ଏବଂ ୬୩୭ ଏମଟେକ ଛାତ୍ରଛାତ୍ରୀଙ୍କ ସହିତ ମୋଟ ୧୮୦୩ ଛାତ୍ରଛାତ୍ରୀ ଡିଗ୍ରୀ ହାସଲ କରିବେ ।

Comments are closed.