ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ୨ ଯୁବକ, ଉଦ୍ଧାର କାର୍ଯ୍ୟ ଜାରି

ପୁରୀ : ପୁରୀ ସମୁଦ୍ରରେ ଗାଧୋଇବା ବେଳେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଗାଧୋଇବା ବେଳେ ଦିଗବାରେଣି ଖୁଣ୍ଟି ନିକଟରେ ୨ ଜଣ ଯୁବକ ଭାସି ଯାଇଥିବା ଜଣାପଡ଼ିଛି। ଲାଇଫ ଗାର୍ଡ଼ ଓ ଅଗ୍ନିଶମ କର୍ମଚାରୀଙ୍କ ଦ୍ୱାରା ଉଦ୍ଧାର କାର୍ଯ୍ୟ ଜାରି ରହିଛି।

Comments are closed.