ବିଜେପୁର ଉପନିର୍ବାଚନ : ୧୧ଟା ସୁଦ୍ଧା ୨୫.୭%

ବରଗଡ଼ : ବରଗଡ଼ ଜିଲାର ବିଜେପୁର ବିଧାନସଭା ଉପନିର୍ବାଚନ ପାଇଁ ସୋମବାର ଭୋଟଗ୍ରହଣ ଆରମ୍ଭ ହେବା ପରେ ଦିନ ୧୧ଟା ସୁଦ୍ଧା ୨୫.୭% ମତଦାନ ହୋଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ମିଳିଛି। ବର୍ତ୍ତମାନ ସୁଦ୍ଧା ଶାନ୍ତିଶୃଙ୍ଖଳା ସହ ମତଦାନ ଚାଲିଛି। ନିର୍ବାଚନମଣ୍ଡଳୀର ୨୮୫ ବୁଥରେ ମତଦାନ ହେଉଛି।ଅପରାହ୍ନ ୫ଟା ଯାଏଁ ମତଦାନ ପ୍ରକ୍ରିୟା ଚାଲିବ।

Comments are closed.