ସଡ଼କ ଦୁର୍ଘଟଣାରେ ୨ ମୃତ

ଭଦ୍ରକ : ଭଦ୍ରକର ୧୬ ନମ୍ବର ଜାତୀୟ ରାଜପଥର ତ୍ରିଶଳପୁର ଛକରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ । ଉଭୟ ବାଇକରେ ଆସୁଥିବା ସମୟରେ ଏକ ଭ୍ୟାନ ସେମାନଙ୍କୁ ଧକ୍କା ଦେବାରୁ ସେମାନଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ଉତ୍ତେଜନା ସୃଷ୍ଟି ହୋଇଛି।

Comments are closed.