ମହିଳାଙ୍କ ଜଳନ୍ତା ମୃତଦେହ ଉଦ୍ଧାର

ଖୋର୍ଦ୍ଧା :ଖୋର୍ଦ୍ଧା ଜଟଣୀ ଥାନା ଅନ୍ତର୍ଗତ ଗଙ୍ଗପଡ଼ା ମଝିସାହିରୁ ରବିବାର ଜଣେ ମହିଳାଙ୍କ ଜଳନ୍ତା ମୃତଦେହ ଉଦ୍ଧାର ହୋଇଛି। ମହିଳାଙ୍କ ହତ୍ୟା କି ଆତ୍ମହତ୍ୟା ହୋଇଛି ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Comments are closed.