ଏନଏସିର ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ସମ୍ବଲପୁର : ସମ୍ବଲପୁର ଜିଲା କୁଚିଣ୍ଡାରେ ଏନଏସିର ସହକାରୀ ଯନ୍ତ୍ରୀ ଉପେନ୍ଦ୍ର ନାୟକଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ଚଢାଉ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ ଏହି ଚଢାଉ କରିଛି। କୁଚିଣ୍ଡାରେ ଥିବା ୨ଟି ଓ ଘୋଷା ସ୍ଥିତ ଗୋଟିଏ ଘରେ , କୁଚିଣ୍ଡା ଏନଏସି କାର୍ଯ୍ୟାଳୟ, ବରଗଡ଼ ସ୍ଥିତ ଶ୍ୱଶୁର ଘରେ ମଧ୍ୟ ଭିଜିଲାନ୍ସ ଭିଜିଲାନ୍ସ ଚଢାଉ କରିଛି। ଚଢାଉ ଜାରି ରହିଥିବାରୁ ଅଧିକ ଖବର ହସ୍ତଗତ ହୋଇପାରି ନାହିଁ।

Comments are closed.