ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ

ଭୁବନେଶ୍ୱର : ଭୁବନେଶ୍ୱର ଉପକଣ୍ଠ ବାଲିପାଟଣାରେ ଜଣେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ପରିବାରଲୋକେ ଯୁବତୀଙ୍କୁ ପୋଡ଼ି ମାରି ଦେଇଥିବା ନେଇ ଅଭିଯୋଗ ହୋଇଛି। ମାତ୍ର ଉକ୍ତ ଅଭିଯୋଗକୁ ପରିବାର ଲୋକେ ଖଣ୍ଡନ କରିଛନ୍ତି। ସ୍ୱାସ୍ଥ୍ୟ ସମସ୍ୟାରୁ ଝିଅ ମୃତ୍ୟୁ ହୋଇଛି ବୋଲି ପରିବାର ଲୋକେ କହିଛନ୍ତି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

Comments are closed.