ଏଲପିଜି ବଟଲିଂ ପ୍ଲାଣ୍ଟର ଲୋକାର୍ପଣ କରିବେ ରାଜ୍ୟପାଳ

ବଲାଙ୍ଗୀର: ବଲାଙ୍ଗୀରରେ ଏଲପିଜି ବଟଲିଂ ପ୍ଲାଣ୍ଟର ଲୋକାର୍ପଣ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କରିବେ। ଉପରାଷ୍ଟ୍ରପତି ଏମ୍‍ .ଭେଙ୍କେୟା ନାଇଡ଼ୁଙ୍କ ଗସ୍ତ ବାତିଲ ହେବା ପରେ ରାଜ୍ୟପାଳ ଦେଶ ଉଦ୍ଦେଶ୍ୟରେ ଏହାକୁ ଲୋକାର୍ପଣ କରିବେ। ଆଉ କିଛି ସମୟ ପରେ ଉଦ୍ଦଘାଟନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।

Comments are closed.