ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତଲୋକଙ୍କ ରାସ୍ତାରୋକ

କୋରାପୁଟ :  ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ଶନିବାର ଉତ୍ତ୍ୟକ୍ତଲୋକେ କୋରାପୁଟ-ବୋରିଗୁମ୍ମା-ରାଣୀଗଡ଼ ଠାରେ ରାସ୍ତା ଅବରୋଧ କରିଛନ୍ତି। ଫଳରେ ରାସ୍ତାର ଉଭୟ ପଟରେ ଶହ ଶହ ଯାନ ଅଟକି ରହିବା ସହ ଗମନାଗମନ ସମ୍ପୂର୍ଣ୍ଣ ଠପ ହୋଇଯାଇଛି। ସୂଚନା ଯୋଗ୍ୟ, ଶୁକ୍ରବାର ବାଲିପୂଜାରୀପୁଟ ଛକରେ କାର ଧକ୍କାରେ ୨ ଜଣଙ୍କର ମୃତ୍ୟୁ ହୋଇଥିଲା।

Comments are closed.