ମନ୍ଦିରରୁ ଲୁଟ ଅଭିଯୋଗ

ଭଦ୍ରକ : ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ପଥରଆଡ଼ି ଗାଁର ରାଧାକୃଷ୍ଣ ମନ୍ଦିରରୁ ଲୁଟ ହୋଇଥିବା ଅଭିଯୋଗ ହୋଇଛି। ବୁଧବାର ବିଳମ୍ବିତ ରାତିରେ ରାଧାକୃଷ୍ଣ ମନ୍ଦିରର ଗ୍ରୀଲ ଭାଙ୍ଗି ଦୁର୍ବୃତ୍ତମାନେ ସୁନା, ରୂପା ଅଳଙ୍କାର ଲୁଟ କରିଛନ୍ତି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Comments are closed.