୪୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ; ୩ ଗିରଫ

ବାଲେଶ୍ୱର : ବାଲେଶ୍ୱର ଜିଲା ଶାସନବାଡ଼ ଅଞ୍ଚଳର ପୁଲିସ ଓ କ୍ରାଇମବ୍ରାଞ୍ଚ ଏସଟିଏଫ ଟିମ ମିଳିତ ଭାବେ ଚଢାଉ କରି ରବିବାର ୪୦୦ ଗ୍ରାମ ଓଜନର ବ୍ରାଉନସୁଗାର ଜବତ କରିଛି। ସମ୍ପୃକ୍ତ ଘଟଣାରେ ୩ ଜଣଙ୍କୁ ଗିରଫ ମଧ୍ୟ କରାଯାଇଛି। ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ପ୍ରାୟ ୪୦ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି।

Comments are closed.