ଝାରପଡ଼ା ଜେଲରେ ବିଚାରଧୀନ କଏଦୀ ମୃତ ; ମୃତ୍ୟୁ ପରେ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରର ଝାରପଡ଼ା ଜେଲରେ ଜଣେ ବିଚାରଧୀନ କଏଦୀଙ୍କ ମୃତ୍ୟୁ ହୋଇଥିବା ମଙ୍ଗଳବାର ଜଣାପଡ଼ିଛି। ଚିଟଫଣ୍ଡ ମାମଲାରେ ସେ ୨୦୧୯ରୁ ଜେଲରେ ଥିଲେ।
ସୂଚନା ଅନୁଯାୟୀ , କିଛି ଦିନ ତଳେ ତାଙ୍କୁ ଜ୍ୱର ହେବାରୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ବେଳେ ସେ କରୋନା ପିଜିଟିଭ ଚିହ୍ନଟ ହୋଇଛନ୍ତି। କଏଦୀଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତିଙ୍କର କରୋନା ଟେଷ୍ଟ କରାଯିବ ବୋଲି ଜଣାପଡ଼ିଛି।

Comments are closed.