ଦିନକରେ ୧୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ; ୧୨୪୫ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର : ରାଜ୍ୟରେ ଦିନକରେ ୧୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏବେ ୧୨୪୫ରେ ମୃତ୍ୟୁ ସଂଖ୍ୟା ପହଞ୍ଚିଛି। ୨୪ ଘଣ୍ଟାରେ ମୃତ୍ୟୁ ବରଣ କରିଥିବା ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳ, ବାଲେଶ୍ୱର, ଢେଙ୍କାନାଳ, ଖୋର୍ଦ୍ଧା ଓ ସୁନ୍ଦରଗଡରୁ ୨ ଜଣ ଲେଖାଏଁ, ବରଗଡ଼, ଗଜପତି, ଗଞ୍ଜାମ ଜିଲାରୁ ଜଣେ ଲେଖାଏଁ, କେନ୍ଦୁଝର, ମାଲକାନଗିରି ଓ ପୁରୀରୁ ମଧ୍ୟ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ବରଣ କରିଛନ୍ତି।

Comments are closed.