ଅପରାହ୍ନ ୧ଟା ସୁଦ୍ଧା ମୁଖ୍ୟ ଖବର (୨୪ ମେ ୨୦୨୧)

ଦେଶ/ବିଦେଶ ଖବର

– ରାଜସ୍ଥାନରେ କରୋନାର ୩ୟ ତରଙ୍ଗ ! ୨ ଜିଲାରେ ୬ ଶିଶୁ ସଂକ୍ରମିତ

– କରୋନା ସାମ୍ନାକୁ ଆସିବା ପୂର୍ବରୁ ସଂକ୍ରମିତ ହୋଇଥିଲେ ଉହାନ ପରୀକ୍ଷାଗାରର ୩ କର୍ମଚାରୀ

– ଚୀନରେ ପ୍ରତିକୂଳ ପାଗ ଯୋଗୁ ୨୧ ଧାବକ ମୃତ

– ଜଳବାୟୁ ପରିବର୍ତ୍ତନ ରୋକିବା ପ୍ରୟାସ: ପୋପଙ୍କ ପାଇଁ ନୂଆ ବିଦ୍ୟୁତଚାଳିତ ଗାଡି

– ଦିନକରେ ନୂଆ କରୋନା ସଂକ୍ରମିତ ୨.୨୨ ଲକ୍ଷ; ମୃତ ୪,୪୫୪

– ନ୍ୟୁୟର୍କରେ ପହଞ୍ଚିଲେ ଜୟଶଙ୍କର, ଟିକା ଆମଦାନୀ ନେଇ କରିବେ ଆଲୋଚନା

– ଆତଙ୍କ ଖେଳାଇବାକୁ ହତ୍ୟାର ଭିଡିଓ କରିଥିଲେ ସୁଶିଲ କୁମାର- ପୁଲିସ

– ଏଲୋପାଥିକୁ ନେଇ ଦେଇଥିବା ମନ୍ତବ୍ୟ ପ୍ରତ୍ୟାହାର କଲେ ରାମଦେବ

– ଭାରତ-ପ୍ରଶାନ୍ତ ମହାସାଗର ଅଭିମୁଖେ ବ୍ରିଟେନର ବିମାନବାହୀ ଯୁଦ୍ଧଜାହାଜ ; ଚୀନ ଉପରେ ରଖିବ କଡା ନଜର

– ଭାରତରେ କୋଭିଡ ମୃତ୍ୟୁ ୩ ଲକ୍ଷ ଟପିଲା; ଆମେରିକା, ବ୍ରାଜିଲ ପରେ ତୃତୀୟ ସ୍ଥାନରେ

– ଏନପିଏସ୍‍ ସମସ୍ତଙ୍କ ପାଇଁ ସର୍ବୋତ୍ତମ ଅବସରକାଳୀନ ନିବେଶ ହୋଇନପାରେ

– ଜୁନ ମାସରୁ ପିଲାଙ୍କ ଉପରେ କୋଭାକ୍ସିନ ଟିକା ପରୀକ୍ଷା

– ପ୍ଲାଷ୍ଟିକ ବୋତଲ ସାହାଯ୍ୟରେ ସମୁଦ୍ର ପହଁରି ସ୍ପେନ ପହଞ୍ଚିଲା ମରକ୍କୋ ବାଳକ

ରାଜ୍ୟ ଖବର

– ବାତ୍ୟା ରୂପ ନେଲା ୟାସ୍‍; ପାରାଦୀପଠାରୁ ୫୪୦ କିଲୋମିଟର ଦୂରରେ ରହିଛି, ୨୪ ଘଣ୍ଟା ମଧ୍ୟରେ ଭୀଷଣ ବାତ୍ୟା ଓ ପରବର୍ତ୍ତୀ ୨୪ ଘଣ୍ଟାରେ ଅତି ଭୀଷଣ ବାତ୍ୟା ରୂପ ନେବ

– ରାଜ୍ୟରେ ବୃଦ୍ଧି ପାଉଛି କରୋନା ମୃତ୍ୟୁ ; ଦିନକରେ ଆଉ ୩୨ ଆକ୍ରାନ୍ତ ମୃତ

– ରାଜ୍ୟରେ ଗୋଟିଏ ଦିନରେ ୧୧୦୫୯ ନୂଆ ସଂକ୍ରମିତ; କଟକରୁ ସର୍ବାଧିକ ୧୧୩୩ ଚିହ୍ନଟ

– ବିପିୟୁଟି ସେମିଷ୍ଟର ପରୀକ୍ଷା ସ୍ଥଗିତ

Comments are closed.