ଦିନ ୧୧ଟା ସୁଦ୍ଧା ମୁଖ୍ୟ ଖବର (୨୭ ମେ ୨୦୨୧)

ଦେଶ/ବିଦେଶ ଖବର

କୋଭିଡ-୧୯ ଉତ୍ପତ୍ତିର ଗୋଇନ୍ଦା ରିପୋର୍ଟ ମାଗିଲେ ବାଇଡେନ, ତିନିମାସ ମଧ୍ୟରେ ରିପୋର୍ଟ ଦାଖଲ ନିର୍ଦ୍ଦେଶ

ସଞ୍ଜୟ ଦତ୍ତଙ୍କୁ ୟୁଏଇର ଗୋଲ୍ଡେନ ଭିସା

୧୨ ବର୍ଷରୁ ଊର୍ଦ୍ଧ୍ଵ ପିଲାଙ୍କ ପାଇଁ ଉପଯୁକ୍ତ ଫାଇଜର ଟିକା, ଭାରତରେ ତ୍ଵରିତ ମଞ୍ଜୁରୀ ପାଇଁ କମ୍ପାନୀର ନିବେଦନ

ଆତଙ୍କବାଦକୁ କୂଟନୀତି ଭାବରେ ଗ୍ରହଣ କରିପାରିବୁ ନାହିଁ: ଜୟଶଙ୍କର

ଡୋମିନାକାରେ ଧରାପଡିଲେ ପଳାତକ ବ୍ୟବସାୟୀ ମେହୁଲ ଚୋକ୍ଷି

ଭାରତୀୟ ଔଷଧ କ୍ଷେତ୍ରର ଦ୍ରୁତ ଅଭିବୃଦ୍ଧି

ଦେଶରେ ପୁଣି ୨ ଲକ୍ଷ ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ରାଜ୍ୟ ଖବର

ଭୁବନେଶ୍ୱର ଓ କୋଲକାତା ବିମାନ ବନ୍ଦରରୁ ଉଡାଣ ଆରମ୍ଭ

– ରାଜ୍ୟରେ ଦିନକରେ ୬୭୩୬ ନୂଆ ସଂକ୍ରମିତ ଚିହ୍ନଟ; ଅନୁଗୁଳରୁ ସର୍ବାଧିକ ୭୮୮

Comments are closed.