ଅପରାହ୍ନ ୩ଟା ସୁଦ୍ଧା ମୁଖ୍ୟ ଖବର (୩୦ ମେ ୨୦୨୧)

ଦେଶ/ବିଦେଶ ଖବର

ପିଏନବି ଦୁର୍ନୀତି: ଚୋକ୍‌ସୀଙ୍କୁ ଭାରତ ଆଣିବାକୁ ଡୋମିନିକାରେ ପହଞ୍ଚିଲା ବିମାନ

ଦେଶରେ ଗତ ୨୪ ଘଣ୍ଟାରେ ୧ ଲକ୍ଷ ୬୫ ହଜାର ୫୫୩ ନୂଆ ସଂକ୍ରମିତ ଚିହ୍ନଟ ଓ ୩,୪୬୦ ମୃତ

କେରଳ, ତାମିଲନାଡୁ, ମହାରାଷ୍ଟ୍ର, ଗୋଆରେ ବଢ଼ିଲା ତାଲାବନ୍ଦ

– କରୋନାରେ ପ୍ରାଣ ହରାଇଥିବା ମୃତକଙ୍କ ମୃତଦେହକୁ ନଦୀରେ ଫିଙ୍ଗିଲେ, ଭିଡିଓ ଭାଇରାଲ

– କେନ୍ଦ୍ରକୁ କଂଗ୍ରେସର ସମାଲୋଚନା; କହିଲା ମୋଦୀ ସରକାର ଦେଶ ପାଇଁ ହାନିକାରକ

– ରାମଦେବଙ୍କୁ ଡାକ୍ତରଙ୍କ ବିରୋଧ, ଜୁନ ୧କୁ ଦେଶବ୍ୟାପୀ କଳାଦିବସ ପାଳିବେ

– ଏଲୋପାଥି-ଆୟୁର୍ବେଦ ବିବାଦ: ଆମିରଙ୍କ ଭିଡିଓ ଶେୟାର କରି ମେଡିକାଲ ମାଫିଆଙ୍କୁ ଆହ୍ବାନ କଲେ ରାମଦେବ

ମୁମ୍ବଇ ବାସଭବନରେ ଝୁଲୁଛି ମାଳ ମାଳ ନୋଟିସ ; ଡୋମିନିକା କାରାଗାରରେ ବନ୍ଦୀ ମେହୁଲ ଚୋକ୍ସି

ନେପାଳରେ ତିଆରି ହେବ ଭବ୍ୟ ରାମମନ୍ଦିର ; ସରକାର ଯୋଗାଇଲେ ପାଣ୍ଠି

ଗୋପନରେ ବିବାହ କଲେ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ୍‌, ପ୍ରେମିକା କ୍ୟାରୀ ସାଇମଣ୍ଡସ୍‍ଙ୍କୁ ଜୀବନସାଥୀ କଲେ

ରାଜ୍ୟ ଖବର

ପୁଣି ବଢିଲା ସଂକ୍ରମଣ; ରାଜ୍ୟରେ ଦିନକରେ ୯୫୪୧ ନୂଆ ସଂକ୍ରମିତ ଚିହ୍ନଟ; ଖୋର୍ଦ୍ଧାରୁ ସର୍ବାଧିକ ୧୩୪୨

ଆଉ ଆଖି ବୁଜିଲେ ୩୩ ଆକ୍ରାନ୍ତ, ମୋଟ ମୃତ୍ୟୁ ସଂଖ୍ୟା ଟପିଲା ୨୭୦୦

– ବିଦେଶରୁ ଆସିଲା ୧୩୫୦ ଅମ୍ଳଜାନ ସିଲିଣ୍ଡର

 

Comments are closed.