ଦିନ ୪ଟା-ମୁଖ୍ୟ ଖବର
-କରୋନା ସ୍ଥିତିକୁ ଆଖି ଆଗରେ ରଖି ରାଜ୍ୟ ସରକାର ଅନଲକ ପ୍ରକ୍ରିୟା ନେଇ ଖୁବ ଶୀଘ୍ର ନିଷ୍ପତି ଗ୍ରହଣ କରିବେ: ସ୍ୱାସ୍ଥ୍ୟ ସେବା ନିର୍ଦେଶକ ବିଜୟ ମହାପାତ୍ର
-ଦିନେ-ଦୁଇ ଦିନ ମଧ୍ୟରେ ଏସଆରସି ଜାରୀ କରିବେ ବିସ୍ତୃତ ଗାଇଡଲାଇନ୍
-ଦେଶରେ କୋଭିଡ ପ୍ରତିଷେଧକ ଟିକାଦାନ କାର୍ଯ୍ୟ ଦ୍ରୁତଗତିରେ ଆଗେଇ ଚାଲିଛି
-ଏପର୍ଯ୍ୟନ୍ତ ମୋଟ ୨୫ କୋଟି ୯୦ ଲକ୍ଷ ୪୪ ହଜାରରୁ ଅଧିକ ଲୋକଙ୍କୁ ଟିକା ପ୍ରଦାନ କରାଯାଇଛି
-କରୋନା ଭୂତାଣୁକୁ ନଷ୍ଟ କରିଦେବ ଏହି ତୁଣ୍ଡି
-ଦେଶରେ ଦ୍ରୁତ ଗତିରେ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ
– ଆଉ ୬୦ ହଜାର ୪୭୧ ନୂଆ କରୋନା ସଂକ୍ରମିତ ଚିହ୍ନଟ,ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୯୫,୭୦,୮୮୧
-ଆଉ ୨ ହଜାର ୭୨୬ ଆକ୍ରାନ୍ତଙ୍କ ମୃତ୍ୟୁ,ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୭୭ ହଜାର ୦୩୧
-ଦିନକରେ ଆଉ ୧ ଲକ୍ଷ ୧୭ ହଜାର ୫୨୫ ସୁସ୍ଥ, ମୋଟ ୨,୮୨,୮୦,୪୭୨ ସୁସ୍ଥ
-ଭବିଷ୍ୟତ ପିଢ଼ୀ ପାଇଁ ଏକ ସୁସ୍ଥ ପୃଥିବୀ ଛାଡ଼ିଯିବା ଆମର ପବିତ୍ର କର୍ତ୍ତବ୍ୟ : ପ୍ରଧାନମନ୍ତ୍ରୀ
-ମିଳିତ ଜାତିସଂଘର ‘ମରୁଭୂମିକରଣ, ମୃତ୍ତିକା ଅବକ୍ଷୟ ଓ ମରୁଡ଼ି ଉପରେ ଉଚ୍ଚସ୍ତରୀୟ ଆଲୋଚନା’ରେ ପ୍ରଧାନମନ୍ତ୍ରୀଙ୍କ ଦୀକ୍ଷାନ୍ତ ଭାଷଣ
ରଜ ଦୋଳି କଟକଟ : ଆଜି ପବିତ୍ର ରଜ ସଂକ୍ରାନ୍ତି
-ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୩୪୦୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ
-ସେମାନଙ୍କ ମଧ୍ୟରେ ସଂଗରୋଧରୁ ୧୯୪୨ ଏବଂ ସ୍ଥାନୀୟ ସଂକ୍ରମିତ ୧୪୬୩ ଜଣ
-ରାଜ୍ୟରେ ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ୪୨ ଆକ୍ରାନ୍ତ ମୃତ
-ଆଜି ପବିତ୍ର ଶୀତଳଷଷ୍ଠୀ : କରୋନା କଟକଣା ମଧ୍ୟରେ ଦେବ ଦମ୍ପତିଙ୍କ ବିବାହ
-ବଲାଙ୍ଗୀରରେ ବନ୍ଧୁକଧାରୀର ଆତଙ୍କରାଜ ; ଉଦ୍ଧାର ହେଲେ ବନ୍ଧକ ପରିବାର
-୧୬ରେ ଆଇଏନଆଇ-ସିଇଟି ଓ ୨୭ରେ ଏମ୍ସ ପ୍ରବେଶିକା ପରୀକ୍ଷା
-କେନ୍ଦ୍ରଙ୍କୁ ଅନୁରୋଧ, ରାଜ୍ୟକୁ ମିଳୁ ଘରୋଇ ଡାକ୍ତରଖାନାର ୨୦ ଭାଗ ଟିକା
Comments are closed.