ଦିନ ୪ଟା-ମୁଖ୍ୟ ଖବର
-ଦେଶର କୃଷିକ୍ଷେତ୍ରକୁ ସ୍ୱଚ୍ଛଶକ୍ତି ବିନିଯୋଗର ସମସ୍ତ ସୁବିଧା ମିଳିବା ଉଚିତ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
-ବିଶ୍ୱ ପରିବେଶ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
-ସ୍ୱଚ୍ଛ ପରିବେଶ ବଜାୟ ରଖିବା ପାଇଁ ଇଥାନଲ୍ର ଉପଯୋଗ ଏବେ ଅପରିହାର୍ଯ୍ୟ ହୋଇପଡ଼ିଛି
-ଆଜି ବିଶ୍ୱ ପରିବେଶ ଦିବସ
-ଚଳିତ ବର୍ଷ ପରିବେଶ ଦିବସର ବିଷୟବସ୍ତୁ ହେଉଛି, ‘ଉତ୍ତମ ପରିବେଶ ନିମନ୍ତେ ଜୈବ ଇନ୍ଧନକୁ ପ୍ରାଥମିକତା’
-ଦେଶରେ ୨୪ ଘଣ୍ଟାରେ ୧ ଲକ୍ଷ ୯୭ ହଜାରରୁ ଅଧିକ କରୋନା ସଂକ୍ରମଣରୁ ଆରୋଗ୍ୟ ଲାଭ କରିଛନ୍ତି
-ଫଳରେ ଆରୋଗ୍ୟ ହାର ୯୩.୩୮ ପ୍ରତିଶତକୁ ବୃଦ୍ଧି
-ଦେଶରେ ଆଉ ୧ ଲକ୍ଷ ୨୦ ହଜାର ୫୨୯ ନୂଆ କରୋନା ସଂକ୍ରମିତ ଚିହ୍ନଟ
-ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୮୬,୯୪,୮୭୯କୁ ବୃଦ୍ଧି ପାଇଛି
-୩୭୭ ଜିଲ୍ଲାରେ ୫%ରୁ କମ୍ ରହିଛି କୋଭିଡ ସଂକ୍ରମଣ
-ସାପ୍ତାହିକୀ କରୋନା ସଂକ୍ରମଣ ହାର ୭.୨୭%କୁ ହ୍ରାସ
-ଚିକିତ୍ସାଧୀନ ଅବସ୍ଥାରେ ୩ହଜାର ୩୮୦ ଆକ୍ରାନ୍ତଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୩ ,୪୪,୦୮୨
-ସବୁ ଜିଲ୍ଲାରେ ଖୋଲିବ କୋଭିଡ୍ ଟିକାକରଣ କେନ୍ଦ୍ର
-କୋର୍ବେଭାକ୍ସ ହେବ ଭାରତର ସବୁଠୁ ଶସ୍ତା କୋଭିଡ ଟିକା
– ଓଡ଼ିଶାରେ ଆଉ ୭୩୯୫ ଜଣ କରୋନା ସଂକ୍ରମିତ ଚିହ୍ନଟ
– ସଂଗରୋଧରୁ ୪୧୬୯ ଏବଂ ସ୍ଥାନୀୟ ସଂକ୍ରମିତ ୩୨୨୬ ,ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୦୬୯
Related Posts
Comments are closed.