ରାଜ୍ୟରେ କରୋନା ସ୍ଥିତି ନିୟନ୍ତ୍ରଣରେ ରହିଛି : ଆବଶ୍ୟକ ହେଲେ ହୋଇପାରେ ଲକଡାଉନ – ଡିଏମଇଟି ସିବିକେ ମହାନ୍ତି

0

ଭୁବନେଶ୍ୱର : ଦେଶରେ ପୁଣି ସଂକ୍ରମଣ ବୃଦ୍ଧି ପାଉଥିବା ଦେଖାଯାଉଛି। କୋଭିଡର ସାଂପ୍ରତିକ ସ୍ଥିତିକୁ ନେଇ ଡିଏମଇଟି ସିବିକେ ମହାନ୍ତି ଆଜି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ କରୋନା ସ୍ଥିତି ନିୟନ୍ତ୍ରଣରେ ରହିଛି, ଆବଶ୍ୟକ ହେଲେ ଲକଡାଡନ ହୋଇପାରେ, ଏବେ ଲକଡାଉନର ସମ୍ଭାବନା ନାହିଁ, ମାତ୍ର ସମ୍ଭାବନାକୁ ଏଡାଇ ହେବନି। ଲୋକେ ନିଜେ ସଚେତନ ରହିଲେ, ଲକଡାଉନକୁ ଏଡାଇ ହେବ। ମହାରାଷ୍ଟ୍ର ଓ କେରଳରେ ଆମେରିକା ଓ ବ୍ରିଟେନ ପରି ସଂକ୍ରମଣ ନାହିଁ। ସର୍ଭେଲାନ୍ସ ଟିମ ରାଜ୍ୟ ବାହାରୁ ଆସୁଥିବା ଲୋକଙ୍କ ଉପରେ ନଜର ରଖିଛନ୍ତି। କିଛି ବି ଲକ୍ଷଣ ଦେଖାଗଲେ ନିଜେ ଜଣାନ୍ତୁ, ଡ଼ାକ୍ତରଙ୍କୁ ପରାମର୍ଶ କରନ୍ତୁ ।

Attorney-General Christian Porter said on Tuesday casual workers are already paid extra in lieu of sick leave if forced to take two weeks of unpaid leave. Speaking after a meeting of unions, business leaders and government on Tuesday, ACTU secretary Sally McManus told The New Daily that the pressures on casual workers were immense and could lead to workers shunning testing for the virus. Join 1. viagra malaysia Photos: AAP.

Leave A Reply