୨ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ ; ଅଭିଯୁକ୍ତ ଗିରଫ

0

ନୀଳଗିରି : ମୟୁରଭଞ୍ଜ ଜିଲ୍ଲା ଖୁଣ୍ଟା ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ପ୍ରେମ କରି ଅଯୋଧ୍ୟା ଗାଁର ସରୋଜ ଗୋଛାୟତ(୧୯) ନାମକ ଯୁବକ ଏକ ନାବାଳିକା ସହ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତା ନାବାଳିକା ଜଣକ ଗର୍ଭବତୀ ହୋଇଥିବା ଜଣାପଡିଛି। ଏ ନେଇ ନୀଳଗିରି ଥାନାରେ ଏକ ମାମଲା ରୁଜୁ ହୋଇ ଅଭିଯୁକ୍ତକୁ ଗିରଫ କରି ପୁଲିସ କୋର୍ଟ ଚାଲାଣ କରିଛି। ସେହିପରି ଅନୁରୂପ ଭାବେ ସିଆଡିମାଳ ପଞ୍ଚାୟତ ଅଞ୍ଚଳରେ ଜଣେ ନାବାଳକଙ୍କ ଦ୍ୱାରା ନାବାଳିକା ଜଣକ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହେବା ପରେ ପୁଲିସ ସମ୍ପୃକ୍ତ ନାବାଳକକୁ ଗିରଫ କରିଛି।

Leave A Reply