ଓଡ଼ିଆ ନବବର୍ଷ ଓ ପଣା ସଂକ୍ରାନ୍ତି ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଉପଲକ୍ଷେ ରବିବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଟୁଇଟ୍‍ କରିଛନ୍ତି, ପବିତ୍ର ବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କୃପା ଓ ଆଶୀର୍ବାଦରୁ ନବବର୍ଷଟି ସମସ୍ତଙ୍କ ପାଇଁ ସୁଖ ଓ ସମୃଦ୍ଧିର ବର୍ଷ ହେଉ।

Comments are closed.