ବୈଠକ ଡାକିଲେ ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ୱର : ବୈଠକ ଡାକିଲେ ରାଜ୍ୟ ନିର୍ବାଚନ କମିଶନ । ଆଜି ଦିନ ୧୧ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ । ବୈଠକରେ ମୁଖ୍ୟ ଶାସନ ସଚିବ, ସ୍ୱାସ୍ଥ୍ୟ ସଚିବଙ୍କ ସହ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ । ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଆଗକୁ ନର୍ବାଚନ ଆସୁଥିବାରୁ ରାଜ୍ୟ ନିର୍ବାଚନ କମିଶନର ଡାକିଛନ୍ତି ଗୁରୁତ୍ୱପୂର୍ଣ୍ଣ ବୈଠକ । ସୂଚନା ଅନୁଯାୟୀ ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ଏସ୍ଆରସି, ସ୍ୱାସ୍ଥ୍ୟ ସଚିବଙ୍କ ସମେତ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ ।

Comments are closed.