କୋଭିଡ୍‌ ନିୟମ ଉଲ୍ଲଙ୍ଘନ,୧୭ ଗିରଫ

ଭୁବନେଶ୍ୱର:  ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୧୧ ଟି ମାମଲା ଦାୟର କରାଯାଇଛି । ଏଥି ମଧ୍ୟରୁ ୯ ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୧ଟି ମାମଲା ହୋମ୍‌ କ୍ୱାରାଣ୍ଟାଇନ୍‌ ଉଲ୍ଲଙ୍ଘନ ଏବଂ ୧ଟି ମାମଲା ଅନ୍ୟାନ୍ୟ କାରଣ ପାଇଁ ଅଟେ । ୧୭ ଜଣଙ୍କୁ ବିଭିନ୍ନ ଅଭିଯୋଗରେ ଗିରଫ କରାଯାଇଥିବ। ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.