ରଜ ଅବସରରେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଆଜି ଓଡିଶାର ଗଣପର୍ବ ରଜ। ପ୍ରତି ଘରେ ହସଖୁସିର ଆସର। ଏହି ଅବସରରେ ଓଡିଶା ବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରଜର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ସେ ଟ୍ୱିଟ ଯୋଗେ କହିଛନ୍ତି, ରଜର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ସମସ୍ତଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ମଙ୍ଗଳମୟ ଜୀବନ କାମନା କରୁଛି।

Comments are closed.