ଖୁସି ଖବର : ରାଜ୍ୟରେ ସୁସ୍ଥ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ

ଭୁବନେଶ୍ଵର : ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ବ୍ୟକ୍ତି ଜଣଙ୍କ ଭୁବନେଶ୍ଵରର ହୋଇଥିବା ଜଣାପଡ଼ିଛି। ଏଥିସହିତ ଭୁବନେଶ୍ଵରରେ ୩୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଓଡ଼ିଶାରେ ମୋଟ ସୁସ୍ଥ ସଂଖ୍ୟା ୫୬କୁ ବୃଦ୍ଧି ପାଇଛି।

Comments are closed.