ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର : ଜମ୍ମୁ-କାଶ୍ମୀରର ଅନନ୍ତନାଗ ଠାରେ ସୋମବାର ସକାଳ ସମୟରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏଥିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ଅନନ୍ତନାଗର ଅଂଚଳରେ ଆତଙ୍କବାଦୀମାନେ ଥିବା ନେଇ ଖବର ମିଳିଥିଲା। ଏହାପରେ ସକାଳ ସମୟରେ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା ବୋଲି ସୂଚନା ମିଳିଛି।

Comments are closed.