ଭୁବନେଶ୍ୱର ହେଲା ଖୋଲା ଶୌଚ ମୁକ୍ତ ସହର

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରକୁ ଖୋଲା ଶୌଚ ମୁକ୍ତ ସହର ଭାବେ ଘୋଷଣା କରାଯାଇଛି। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଶୁକ୍ରବାର ଏହି ଘୋଷଣା ହୋଇଛି। ଭୁବନେଶ୍ୱରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ଏନେଇ ସୂଚନା ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ପୌର ପ୍ରଶାସକ ମଧ୍ୟ ଉପସ୍ଥିତ ରହିଥିଲେ ।

Comments are closed.