ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ପରଲୋକ

ପାଟଣା : ପାଟଣା ବ୍ଲକ ଅନ୍ତର୍ଗତ ତୁରୁମୁଙ୍ଗା ପଞ୍ଚାୟତ ନିହ୍ନୁଆଁ ଗ୍ରାମର ବାସିନ୍ଦା ତଥା ଅବସରପ୍ରାପ୍ତ ସେନା କର୍ମଚାରୀ ଲକ୍ଷ୍ମଣ ସିଂ(୬୩) ଙ୍କର ପରଲୋକ ଘଟିଛି । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ଲକ୍ଷ୍ମଣଙ୍କ ବିୟୋଗରେ ଗ୍ରାମରେ ଶୋକର ଛାୟା ଖେଳିଯାଇଛି। ଶୋକାକୁଳ ପରିବେଶରେ ତୁରୁମୁଙ୍ଗା ବୈତରଣୀ କୂଳରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି ।

Comments are closed.