ପେଟ୍ରୋଲ ପମ୍ପ ବିସ୍ଫୋରଣରେ ଆହତଙ୍କ ମାଗଣା ଚିକିତ୍ସା ପାଇଁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର : ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପ ବିସ୍ଫୋରଣରେ ଆହତଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାସହ ବିସ୍ଫୋରଣରେ ଆହତଙ୍କ ମାଗଣା ଚିକିତ୍ସା କରାଇବା ପାଇଁ ମୁଖ୍ୟମନ୍ତ୍ରୀ ଘେଷଣା କରିଛନ୍ତି।

Comments are closed.