ପୁରୀ ଗାନ୍ଧୀଘାଟରେ ମହାତ୍ମା ଗାନ୍ଧୀଙ୍କ ଶ୍ରାଦ୍ଧବାର୍ଷିକୀରେ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଶ୍ରଦ୍ଧାଞ୍ଜଳି।  ଗାନ୍ଧୀଘାଟରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଜିଲ୍ଲା କଂଗ୍ରେସ କମିଟି ସଭାପତି ଅଜିତ ମଙ୍ଗରାଜ ଏଥିରେ ଉପସ୍ଥିତ ଥିଲେ। 

Comments are closed.