ସାମ୍ବାଦିକ ଅର୍ଦ୍ଧେନ୍ଦୁଙ୍କ ଅନ୍ୟାୟ ଗିରଫଦାରୀ ପ୍ରତିବାଦରେ ପ୍ରେସକ୍ଲବ ପକ୍ଷରୁ ସ୍ମାରକପତ୍ର

ଫୁଲବାଣୀ: ରାଜ୍ୟର ଜଣାଶୁଣା ସାମ୍ବାଦିକ ତଥା ବଡ଼ ଖବରର ମୁଖ୍ୟ ସଂପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଜାଣିଶୁଣି ଉଦ୍ଦେଶ୍ୟମୂଳକ ଭାବେ କ୍ରାଇମବ୍ରାଞ୍ଚ ଇଓଡବ୍ଲୁ ଗିରଫ କରିବାର ତୀବ୍ର ପ୍ରତିବାଦ କରି ଶନିବାର ଜିଲ୍ଲା ପ୍ରେସକ୍ଲବ ପକ୍ଷରୁ ସମସ୍ତ ସଦସ୍ୟ କଳାବ୍ୟାଚ ପିନ୍ଧି ପ୍ରତିବାଦ କରିବା ସହ ଫୁଲବାଣୀ ପ୍ରେସ କ୍ଳବ ସଭାପତି ସୁନୀଲ ପଟନାୟକଙ୍କ ନେତୃତ୍ବରେ ରାଜ୍ୟପାଳଙ୍କ ଉଦେଶ୍ୟରେ ଏକ ସ୍ମାରକ ପତ୍ର ଅତିରିକ୍ତ ଜିଲାପାଳ ବସନ୍ତ କୁମାର ସାହୁଙ୍କୁ ପ୍ରଦାନ କରାଯାଇଥିଲା। ଏଥିରେ ସମସ୍ତ ସାମ୍ବ।ଦିକ ସାମିଲ ହୋଇଥିଲେ।

Comments are closed.