ଓଡ଼ିଶାରେ ପ୍ଲାଜମା ଥେରାପିର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଟକ : ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକର ଏସସିବି ମେଡିକାଲ କଲେଜ, ବ୍ଲଡ ବ୍ୟାଙ୍କ ପରିସରରେ ଭିଡ଼ିଓ କନଫରେନସିଂ ମାଧ୍ୟମରେ ପ୍ଲାଜମା ଥେରାପିର ଶୁଭାରମ୍ଭ କରିଛନ୍ତି।
ଜାଣନ୍ତୁ ପ୍ଲାଜମା ଥେରାପି କଣ?