ଅଗଷ୍ଟ ଦ୍ବିତୀୟ ସପ୍ତାହରେ ପ୍ରକାଶ ପାଇବ +୨ ପରୀକ୍ଷାଫଳ

ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ +୨ ତଥା ଦ୍ବାଦଶ ଶ୍ରେଣୀ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଶିକ୍ଷା ଓ ଦୂରନିରନ୍ତର ଶିକ୍ଷା ପାଠ୍ୟକ୍ରମର ପରୀକ୍ଷାଫଳ ଅଗଷ୍ଟ ଦ୍ବିତୀୟ ସପ୍ତାହରେ ପ୍ରକାଶ ପାଇବ ବୋଲି ଆଜି ବିଜ୍ଞପ୍ତି ପ୍ରକାଶ ଫଶଇଛଇ। ଏହି ବିଜ୍ଞପ୍ତିରେ +୨ ତଥା ଦ୍ବାଦଶ ଶ୍ରେଣୀ ପରୀକ୍ଷାଫଳ ଓ ମୂଲ୍ୟାୟନ ପଦ୍ଧତ୍ତି ଏବଂ ଦଶମ ପରୀକ୍ଷା ମାର୍କ ଭିତ୍ତିରେ ମୂଲ୍ୟାୟନ ହେବାକୁ ନିଷ୍ପତ୍ତି ନିଆଯାଇଛି। ରେଗୁଲାର ଓ ଏକ୍ସରେଗୁଲାର ଛାତ୍ରଛାତ୍ରୀଙ୍କ ମାର୍କିଂ ମ୍ୟାଟ୍ରିକ୍‌ ଭିତ୍ତିରେ ହେବ ବୋଲି ଏହି ବିଜ୍ଞପ୍ତିରେ ଦର୍ଶାଯାଇଛି।

Comments are closed.