ଆସନ୍ତାକାଲି କୋୱିନ ବିଶ୍ଵ ସମ୍ମେଳନକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି କୋୱିନ ବିଶ୍ଵ ସମ୍ମେଳନକୁ ସମ୍ବୋଧନ କରିବେ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ଟ୍ଵିଟ୍ କରାଯାଇଛି ଯେ, “ଆସନ୍ତାକାଲି( ସୋମବାର)  ଅପରାହ୍ନ ୩ଟାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୋୱିନ ବିଶ୍ଵ ସମ୍ମେଳନକୁ ସମ୍ବୋଧନ କରିବେ” ।

Comments are closed.