ରଘୁନାଥ ମହାପାତ୍ରଙ୍କର ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ

ନୂଆଦିଲ୍ଲୀ : ରାଜ୍ୟସଭା ସାଂସଦ ତଥା ପ୍ରସିଦ୍ଧ ଭାସ୍କର୍ଯ୍ୟ ଶିଳ୍ପୀ ରଘୁନାଥ ମହାପାତ୍ରଙ୍କର ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଟ୍ବିଟ କରି ପ୍ରଧାନମନ୍ତ୍ରୀ  କହିଛନ୍ତି,‘ ସାଂସଦ ରଘୁନାଥ ମହାପାତ୍ରଙ୍କ ବିୟୋଗରେ ଦୁଃଖିତ। କଳା, ଭାସ୍କର୍ୟ୍ୟ ଓ ସଂସ୍କୃତି ଦୁନିଆକୁ ତାଙ୍କର ଅବଦାନ ଥିଲା ଅତୁଳନୀୟ। ପାରମ୍ପରିକ କଳାକୁ ତାଙ୍କର ଯୋଗଦାନ ଚିର ସ୍ମରଣୀୟ ହୋଇ ରହିବ। ତାଙ୍କର ପରିବାର ଓ ପ୍ରଂଶସକ ମାନଙ୍କ ପାଇଁ ମୋର ସମବେଦନା।’ ଓଁ ଶାନ୍ତି

 

Comments are closed.