ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆକାଶମାର୍ଗରୁ ଓଡ଼ିଶାର ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଆକାଶମାର୍ଗରୁ ଓଡ଼ିଶାର ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି କ୍ଷୟକ୍ଷତି ବିଷୟରେ ଅନୁଧ୍ୟାନ କରିଛନ୍ତି

Comments are closed.