ରାଜ୍ୟ ସରକାରଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦୀ

0

ଭୁବନେଶ୍ୱର . –  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସରକାରଙ୍କୁ ପ୍ରଧାନମନ୍ତ୍ରୀ ମୋଦୀ ନିଜ ଟ୍ୱିଟର ଆକାଉଣ୍ଟରେ ଟ୍ୱିଟ କରି ପ୍ରଶଂସା କରିଛନ୍ତି । ରାଜ୍ୟ ସରକାର ହକି ବିଶ୍ୱ କପ୍‌କୁ ସଫଳତାର ସହ ଆୟୋଜନ କରିଥିବାରୁ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କୁ ପ୍ରଶଂସା କରି ଟ୍ୱିଟ କରିଛନ୍ତି ।

ହକି ବିଶ୍ୱ କପ୍‌ର ସଫଳ ଆୟୋଜନ ପାଇଁ ପରିଶ୍ରମ କରିଥିବା ସମସ୍ତଙ୍କୁ ସେ ଶୁଭେଚ୍ଛା ଜଣାଇଛନ୍ତି । ଏହାର ଆୟୋଜନ ପାଇଁ ଭୁବନେଶ୍ୱରରେ ଯେଉଁ ଉଷ୍ମତା ଦେଖା ଦେଇଥିଲା ଏବଂ ଓଡ଼ିଶାର ଆତିଥ୍ୟକୁ  ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶଂସା କରିଛନ୍ତି ।

Leave A Reply