ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଆକାଶମାର୍ଗରୁ ବାତ୍ୟା କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କରିବେ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି । ସେ ଆକାଶମାର୍ଗରୁ ବାତ୍ୟା ‘ୟାସ’ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କରିବେ। ପରେ ଭୁବନେଶ୍ୱରରେ ବାତ୍ୟା କ୍ଷୟକ୍ଷତି, ରିଲିଫ ଏବଂ ଉଦ୍ଧାର କାର୍ଯ୍ୟର ସମୀକ୍ଷା କରିବେ।

ସେହିପରି ପ୍ରଧାନମନ୍ତ୍ରୀ ଆକାଶମାର୍ଗରୁ ପଶ୍ଚିମବଙ୍ଗର ବାତ୍ୟା କ୍ଷୟକ୍ଷତି ଅଞ୍ଚଳ ମଧ୍ୟ ପରିଦର୍ଶନ କରି କ୍ଷୟକ୍ଷତିର ସମୀକ୍ଷା କରିବେ ।

Comments are closed.