ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ : ୭୫ ତମ ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଐତିହାସିକ ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ପରେ ଦେଶପାଇଁ ବଳୀଦାନ ଦେଇଥିବା ସଂଗ୍ରାମୀମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଦେଶବାସୀଙ୍କୁ ସମ୍ବୋଧନ କରୁଛନ୍ତି।

Comments are closed.